odisha24 Live

Latest News

Latest News

ରାଜ୍ୟ

ରାଜ୍ୟ

କୋରାପୁଟରେ ପ୍ରବଳ ବର୍ଷା

କୋରାପୁଟ : ଲଗାଣ ବର୍ଷା ଯୋଗୁଁ କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକରେ ଜନଜୀବନ ପ୍ରଭାବିତ ହୋଇଛି । ବିଭିନ୍ନ ରାସ୍ତା ଉପରେ ବର୍ଷାଜଳ ପ୍ରବାହିତ ହେବାରୁ ଯାତାୟାତ ଠପ୍‌ ହୋଇଛି ।ଚାଟୁଆ ପଞ୍ଚାୟତ ଦେଇ ପ୍ରବାହିତ ପାତାଳୀ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ତଳ କଣ୍ଡାପାଲି ନିକଟ ରେଳ ସେତୁ ତଳ ପୋଲ ଉପରେ ପ୍ରାୟ ୫ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି । ଫଳରେ ତଳ କଣ୍ଡାପାଲି, ଉପର କଣ୍ଡାପାଲି, ଏକଟାଗୁଡ଼ା, ଚିଡ଼ିଖଲାମ,

ରାଜ୍ୟ

ବର୍ଷା-ପବନକୁ ନେଇ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆଜି ସଂଧ୍ୟା ସୁଦ୍ଧା ଦୁର୍ବଳ ହୋଇ ଅବପାତର ରୂପ ନେବ । ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୩ ଜିଲ୍ଲାକୁ ନେଇ ରେଡ୍ ଆଲର୍ଟ। ଉପକୂଳରୁ ଆଭ୍ୟନ୍ତରୀଣ ଯାଏଁ ସତର୍କତା ଜାରି। ରାୟଗଡ଼ାଠାରୁ ପ୍ରାୟ ୮୦ କିଲୋମିଟର ଦୂରରେ ଘନିଭୂତ ହୋଇଥିବା ଗଭୀର ଅବପାତ ଯୋଗୁଁ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହ ଜୋର୍‌ ପବନ ବହୁଛି। ବର୍ତ୍ତମାନର ପାଣିପାଗ ସ୍ଥିତି ସମ୍ପର୍କରେ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି

ରାଜ୍ୟ

ଫୁଲୁଛି ବୁଢ଼ା ବଳଙ୍ଗ

ବ୍ରହ୍ମପୁର : ଲଗାଣ ବର୍ଷା ଯୋଗୁଁ ବଢୁଛି ବୁଢ଼ା ବଳଙ୍ଗ ନଦୀର ଜଳସ୍ତର । ଲଗାଣ ବର୍ଷା ଫଳରେ ଗତକାଲି ରାତି ଠାରୁ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଇଛି । ଫଳରେ ନଦୀର ଜଳସ୍ତର ସତର୍କ ସଙ୍କେତ ଉପରେ ପ୍ରବାହିତ । ନଦୀର ସତର୍କ ସଙ୍କେତ ୭.୨୧ ଥିବା ବେଳେ ସକାଳ ୯ଟା ସୁଦ୍ଧା ବୁଢ଼ାବଳଙ୍ଗ ନଦୀର ଜଳସ୍ତର ୭.୪୦ ମିଟର ରେ ପ୍ରବାହିତ ହେଉଛି । ଯଦି ନଦୀରେ ଜଳ ସ୍ତର ଆହୁରି ବୃଦ୍ଧି

ରାଜ୍ୟ

ସମବାୟ କ୍ଷେତ୍ରକୁ ମିଳିବ ନୂଆ ଗତି: ‘ସମ୍ବନ୍ଧ’ ମେଗା ସଦସ୍ୟତା ଅଭିଯାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆହୁରି ସୁଦୃଢ ହେବ ରାଜ୍ୟର ସମବାୟ କ୍ଷେତ୍ର । ସମବାୟ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହେବ । ଆସନ୍ତା ଶୁକ୍ରବାର ସେପ୍ଟେମ୍ବର ୨୫ ତାରିଖ ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ରାଜ୍ୟର ସମବାୟ କ୍ଷେତ୍ରର ସମ୍ପ୍ରସାରଣ ପାଇଁ ଏକ ମେଗା ସମବାୟ ସଦସ୍ୟତା ଅଭିଯାନ “ସମ୍ବନ୍ଧ”ର ଶୁଭାରମ୍ଭ ହେବ । ମେଗା ସଦସ୍ୟତା ଅଭିଯାନ ‘ସମ୍ବନ୍ଧ’ ଆରମ୍ଭ କରାଯିବା ସହ ଡିଜିଟାଲ ମାଧ୍ୟମରେ ସଦସ୍ୟତା ପଞ୍ଜୀକରଣକୁ ସହଜ ଓ ସ୍ୱଚ୍ଛ କରିବା

ରାଜ୍ୟ

୨୭ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସାଂସଦ ନବ ଚରଣ ମାଝୀ ଦେଇଛନ୍ତି ସୂଚନା। ସେ କହିଛନ୍ତି, ‘ଅକ୍ଟୋବର ୨୭ରେ ରାଇରଙ୍ଗପୁର ଗସ୍ତ କରିବେ ଏବଂ ୨୮ରେ ଫେରିଯିବେ। ଏହି ଗସ୍ତ ମଧ୍ୟରେ ରାଷ୍ଟ୍ରପତି ମେଗା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ସାମିଲ ହେବେ ।ସୂଚନାଥାଉକି, ୨୬ରୁ ୩୦ ଯାଏଁ ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହେବାକୁ ଯାଉଛି। ଆଉ ଏହି ତି ମେଗା

ରାଜ୍ୟ

ଏମ୍ସରେ ବାଚସ୍ପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱରରେ ଚିକିତ୍ସାଧୀନ ବିଧାନସଭା ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ‘ଏକ୍ସ’ରେ ଏକ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି: “ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିବା ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲି। ତାଙ୍କର ଶୀଘ୍ର ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା ନେଇ ମୁଁ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।”ତେବେ ବାଚସ୍ପତି ପାଢ଼ୀ ହଠାତ୍ ଅସୁସ୍ଥ

ରାଜ୍ୟ

ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ସ୍ଥଳଭାଗ ଛୁଇଁଲା ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ। ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ କଳିଙ୍ଗପଟ୍ଟନମ୍ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି।ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ ଜୋରଦାର ପବନ ବହିଛି। ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଆଗାମୀ ୨ ଦିନ ପାଇଁ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ଆଜି ଦକ୍ଷିଣରୁ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ରାଜ୍ୟ

ସମ୍ଭାବ୍ୟ ବାତ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଜନିତ ବର୍ଷା ଓ ଏହାର ପ୍ରଭାବ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ରାଜେଶ ପ୍ରଭାକର

ରାଜନୀତି, ରାଜ୍ୟ

ଲୋୟର ପିଏମଜିରେ ବିଜେଡିର ରଣହୁଙ୍କାର ,ବିଧାନସଭା ଘେରିବାକୁ ଉଦ୍ୟମ

ଭୁବନେଶ୍ୱର : ଗାନ୍ଧୀ ମାର୍ଗରେ ବିଜୁ ଜନତା ଦଳର ଆନ୍ଦୋଳନ । ତ୍ରୁଟିପୂର୍ଣ୍ଣ ପୁସ୍ତକ ଏବଂ ଏମଏମଡିଆର ବିଲ ପ୍ରସଙ୍ଗ ବିଜୁ ଯୁବ ଛାତ୍ର ଜନତା ଦଳ ଏବଂ ବିଜୁ ଯୁବ ଜନତା ଦଳର ପ୍ରତିବାଦ । ବିଧାନସଭା ଘେରାଉ ଉଦ୍ୟମ କରିଛନ୍ତି ବିଜେଡିର ଯୁବ ଏବଂ ଛାତ୍ର ସଂଗଠନ । ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଧାନସଭା ଘେରାଉ ପାଇଁ ଉଦ୍ୟମ କରୁଛି ବିଜେଡି । ଆନ୍ଦୋଳନରେ ଶତାଧିକ ସଂଖ୍ୟାରେ ବିଜେଡିର ଯୁବ ଛାତ୍ର ନେତା

ରାଜ୍ୟ

ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି: ୬ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆଜି ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏହି ନୀତିକୁ ଦୃଷ୍ଟିରେ ରଖି ଅପରାହ୍ନ ୫ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ମଧ୍ୟାହ୍ନ ଧୂପ ଉଠିବା ପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଭିତର ଚନ୍ଦନ ଅର୍ଗଳିରେ ପୂଜାପଣ୍ଡା ପଞ୍ଚବର୍ଣ୍ଣ ମୁରୁଜରେ ମଣ୍ଡଳ ଅଙ୍କନ ହେବ। ତିନି ବାଡ଼ରେ ବନ୍ଦାପନା ପରେ କଳସ ବରୁଣ ପୂଜା ସମ୍ପନ୍ନ ହୋବ। ପତିମହାପାତ୍ର ଓ ମୁଦିରସ୍ତ ଥାଇ

Scroll to Top