ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ରାଜଧାନୀ ଗସ୍ତକୁ ନେଇ ବଢ଼ିଲା ଚର୍ଚ୍ଚା!
ଭୁବନେଶ୍ୱର : ଗୁରୁବାର ସଂଧ୍ୟାରେ ଦିଲ୍ଲୀ ଅଭିମୁଖେ ବାହାରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତ ଅବସରରେ ରାଜ୍ୟରେ ପୁଞ୍ଜି ନିବେଶ ନେଇ ବିଭିନ୍ନ ଶିଳ୍ପପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।ଗୁରୁବାର ସଂଧ୍ୟାରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବରୁ ଦିଲ୍ଲୀ ଗସ୍ତ କରିଛନ୍ତି ଦୁଇଟି ଟିମ୍ । ଏବେ ଆଜି ସଂଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଏହି ଗସ୍ତ ଅବସରରେ ୟୁରୋପ, ଜାପାନ, ସାଉଥ କୋରିଆରୁ









