odisha24 Live

Latest News

Latest News

ରାଜ୍ୟ

ରାଜ୍ୟ

ଦିଲ୍ଲୀରେ ଓଡ଼ିଶା ଷ୍ଟଲ୍‌ର ଉଦ୍‌ଘାଟନ କଲେ ସିଏମ୍ ମୋହନ ମାଝୀ

ନୂଆଦିଲ୍ଲୀ : ନିବେଶ ଆକର୍ଷଣ ଏବଂ ଆର୍ଥିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିଲ୍ଲୀରେ ଆୟୋଜିତ ସେମିକନ୍ ଇଣ୍ଡିଆ-୨୦୨୬ ସମ୍ମିଳନୀରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଉଚ୍ଚସ୍ତରୀୟ ସମ୍ମିଳନୀର ଉଦ୍‌ଘାଟନ କରାଯାଇଛି । ଗସ୍ତ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେମିକନ୍ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବା ପାଇଁ ଓଡ଼ିଶାର ଏକ ପ୍ରତିନିଧିମଣ୍ଡଳ ଦିଲ୍ଲୀ ଯାଇଛି ।ଏହି ଅବସରରେ ୟୁରୋପ, ଜାପାନ ଏବଂ ଦକ୍ଷିଣ କୋରିଆର ପ୍ରତିନିଧିମାନଙ୍କ […]

ରାଜ୍ୟ

ନିଜ ସ୍ୱାର୍ଥ ପାଇଁ ଠାକୁରଙ୍କୁ ବି ଛାଡିଲେନି : ନୀତିକାନ୍ତି ସବୁ ବନ୍ଦ

ଭୁବନେଶ୍ୱର : ଉପାସରେ ପୁଣି ଲିଙ୍ଗରାଜ । ପୁଣି ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ବନ୍ଦ ରହିଛି। ସେବାୟତ ବିବାଦ ଯୋଗୁଁ ଗତକାଲି ରାତିରୁ ନୀତିକାନ୍ତି ବନ୍ଦ ରହିଛି ।ସୂଚନା ଅନୁଯାୟୀ, ସେବାୟତଙ୍କ ଅନ୍ତର୍ଦ୍ୱନ୍ଦ୍ୱ ଓ ପରସ୍ପର ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଗତକାଲି ରାତି ୧୧ଟାରୁ ସମସ୍ତ ପୂଜାର୍ଚ୍ଚନା ଓ ନୀତି ବନ୍ଦ ରହିଛି। ପୂଜା ପଣ୍ଡା ଓ ସୁଆର ସେବାୟତଙ୍କ ମଧ୍ୟରେ ପୂଜାକୁ ନେଇ ବିବାଦ ଦେଖାଦେଇଛି । ଏଣେ ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁ ପୂଜା

ରାଜ୍ୟ

ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

ଭୁବନେଶ୍ୱର : ଆଇପିଏସ୍ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗୃହୀତ। ଆନୁଷ୍ଠାନିକ ଭାବେ କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଗତ ଜୁନ୍ ମାସରେ ସ୍ବେଚ୍ଛାକୃତ ଭାବରେ ଚାକିରିରୁ ଅବସର ନେବା ପାଇଁ ରାଜ୍ୟ ସରକାରଙ୍କୁ ଇସ୍ତଫା ପତ୍ର ପଠାଇଥିଲେ । ଗତ ସପ୍ତାହରେ ରାଜ୍ୟ ସରକାର ନିଜର ମଞ୍ଜୁରୀ ଦେବା ସହ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଚୂଡ଼ାନ୍ତ ଅନୁମୋଦନ ପାଇଁ ପଠାଇଥିଲେ

ରାଜ୍ୟ

ଆଲୋକମାଳାରେ ଝଲସୁଛି ବନ୍ଦର ନଗରୀ: ପାରାଦୀପରେ ବିଶ୍ବକର୍ମା ପୂଜା ମାହୋଲ

ପାରାଦୀପ : ଆଜି ଦେବଶିଳ୍ପୀ ବିଶ୍ବକର୍ମାଙ୍କ ପୂଜା। ଆଜି ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ । ଉତ୍ସବ ମୁଖର ବନ୍ଦର ନଗରୀ ପାରାଦୀପ । ମୋଟ ୩୦ଟି ମଣ୍ଡପରେ ପୂଜା ପାଉଛନ୍ତି ଦେବଶିଳ୍ପୀ ବିଶ୍ବକର୍ମା । ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ । ଆଜି ସକାଳୁ ବିଭିନ୍ନ ଅନୁଷ୍ଠାନ କଳସ ଶୋଭାଯାତ୍ରା ଆରମ୍ଭ କରିଛନ୍ତି । ତୋରଣକୁ ଆକର୍ଷଣୀୟ କରିବାକୁ ଲାଗି ପଡ଼ିଛନ୍ତି ବିଭିନ୍ନ ପୂଜା ମଣ୍ଡପ କର୍ମକର୍ତ୍ତା । କେଉଁଠି

ରାଜ୍ୟ

ଆରମ୍ଭ ହେଲା ‘ସେବା ସଂକଳ୍ପ ଅଭିଯାନ’:ମେଗା ରକ୍ତଦାନ ଶିବିର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟରେ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିସହ ମୋଦୀଙ୍କ ଜନସେବା ଓ ସମର୍ପଣର ୨୫ ବର୍ଷ ପୂର୍ତ୍ତିକୁ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ପାଳନ କରାଯାଉଛି। ଏହି ଅବସରରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦ୍‌ଘାଟନ କରିଛନ୍ତି।ଆଜି ଏହି ଶିବିରରୁ ୬,୫୦୦ ୟୁନିଟ୍‌ରୁ ଅଧିକ ରକ୍ତ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ରକ୍ତଦାନ କରି ଗୋଟିଏ ଜୀବନ ବଞ୍ଚାଇବାର

ରାଜ୍ୟ

ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ରାଜଧାନୀ ଗସ୍ତକୁ ନେଇ ବଢ଼ିଲା ଚର୍ଚ୍ଚା!

ଭୁବନେଶ୍ୱର : ଗୁରୁବାର ସଂଧ୍ୟାରେ ଦିଲ୍ଲୀ ଅଭିମୁଖେ ବାହାରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତ ଅବସରରେ ରାଜ୍ୟରେ ପୁଞ୍ଜି ନିବେଶ ନେଇ ବିଭିନ୍ନ ଶିଳ୍ପପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।ଗୁରୁବାର ସଂଧ୍ୟାରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବରୁ ଦିଲ୍ଲୀ ଗସ୍ତ କରିଛନ୍ତି ଦୁଇଟି ଟିମ୍ । ଏବେ ଆଜି ସଂଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଏହି ଗସ୍ତ ଅବସରରେ ୟୁରୋପ, ଜାପାନ, ସାଉଥ କୋରିଆରୁ

ରାଜ୍ୟ

ଡପଲର ୱେଦର ରାଡାର କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର : ସମ୍ବଲପୁରର ନୂତନ ଡପଲର ୱେଦର ରାଡାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ । ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ , ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ଅଛନ୍ତି । କାର୍ଯ୍ୟକ୍ରମରେ ଓ କେନ୍ଦ୍ର ସରକାରଙ୍କୁ ସହଯୋଗ ପାଇଁ କୃତଜ୍ଞତା ଜଣାଇଲେ ଆଇଏମଡି ଡିଜି । କହିଲେ ବିପର୍ଯ୍ୟୟ ମୁକାବିଲା ନେଇ ଆଗୁଆ ସୂଚନା ମିଳିବା ଅଧିକ ସହଜ ହେବ । ଆଜି ସମ୍ବଲପୁରର ନୂତନ

ରାଜ୍ୟ

ଆରମ୍ଭ ହେଉଛି ଦୁଇଦିନିଆ ସମରାଭ୍ୟାସ ‘ସାଗର କବଚ-୨’

ପାରାଦୀପ : ପାରାଦୀପରେ ଆରମ୍ଭ ‘ସାଗର କବଚ । ଦୁଇ ଦିନିଆ ମିଳିତ ସମରାଭ୍ୟାସ ସାଗର କବଚ-୨ । ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳର ସୁରକ୍ଷା ପାଇଁ ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ତରଫରୁ ପ୍ରତି ବର୍ଷ ଦୁଇଥର ଆୟୋଜିତ ହୁଏ ମିଳିତ ସମରାଭ୍ୟାସ ସାଗର କବଚ।ରେଡ୍ ଟିମ୍ ବନାମ ବ୍ଲୁ ଟିମ୍ । ସମୁଦ୍ରରେ ଶତ୍ରୁଙ୍କୁ ଶେଷ କରିଦେବାର ରଣକୌଶଳ । ସାଗରରୁ ସ୍ଥଳଭାଗ ପର୍ଯ୍ୟନ୍ତ କଡ଼ା ପହରା। ଜଳପଥରେ

ରାଜ୍ୟ

ବନ୍ଦ ରହିଲା ମହାପ୍ରଭୁଙ୍କ ସାଧାରଣ ଦର୍ଶନ

ପୁରୀ : ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ମହାସ୍ନାନ । ପ୍ରାୟ ୧ ଘଣ୍ଟା ପାଇଁ ବନ୍ଦ ରହିଲା ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା ।ବୁଧବାର ସକାଳୁ ଶ୍ରୀମନ୍ଦିରର ଦ୍ୱାର ଫିଟା ନୀତି ପରେ ଚାଲିଥିଲା ନୀତି । ସମୟ ଗଡ଼ିବା ସହ ଠିକଠାକ୍ ଚାଲିଥିଲା ନୀତି । ଠାକୁରଙ୍କ ଅବକାଶ ପୂଜା ପରେ ଜଣେ ସେବାୟତ ପ୍ୟାଣ୍ଟ ସାର୍ଟ ପିନ୍ଧି ମହାପ୍ରଭୁଙ୍କୁ ଛୁଇଁ ଦେଇଥିଲେ । ଯାହାଫଳରେ ମହାପ୍ରଭୁ ମହାସ୍ନାନ କରାଯାଇଛି

ରାଜ୍ୟ

ବଦଳିବ ବହୁତ ନିୟମ, ସମସ୍ତଙ୍କୁ ମିଳିବ ସମାନ ଅଧିକାର

ଭୁବନେଶ୍ୱର: ଓଡ଼ିଶାରେ ସମାନ ନାଗରିକ ସଂହିତା ବା ୟୁସିସି ଲାଗୁ କରିବା ନେଇ ଚର୍ଚ୍ଚା ଜୋର ଧରିଛି । ୨୦୨୯ ସୁଦ୍ଧା ୨୧ଟି ବିଜେପି ଶାସିତ ରାଜ୍ୟରେ ୟୁସିସି ଲାଗୁ କରିବା ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିବା ପରେ ଓଡ଼ିଶାରେ ପ୍ରକ୍ରିୟା ଆରମ୍ଭ ହେବାର ସମ୍ଭାବନା ବଢ଼ିଛି । ରାଜ୍ୟ ଆଇନ ବିଭାଗ ଏଥିପାଇଁ ନୋଡାଲ ବିଭାଗ ଭାବେ କାର୍ଯ୍ୟ କରିବ । ପ୍ରଥମେ ୫ରୁ ୬ ଜଣିଆ ବିଶେଷଜ୍ଞ କମିଟି ଗଠନ ହୋଇ

Scroll to Top