ଆଜି ଶ୍ରୀଜୀଉଙ୍କ କାଳୀୟଦଳନ ବେଶ
ପୁରୀ : ଚାଲିଛି ଶ୍ରୀ ମନ୍ଦିରରେ କୃଷ୍ଣ ଲୀଳା ନୀତି। ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଆସୁର ବଧ ନୀତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ ବାଲଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ









