ଆଇପିଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର : ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ପ୍ରଶାସନିକ କାର୍ଯ୍ୟଦକ୍ଷତାକୁ ଆହୁରି ସୁଦୃଢ଼ କରିବା ପାଇଁ ରାଜ୍ୟ ଗୃହ ବିଭାଗ ପକ୍ଷରୁ ୬ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ବଦଳି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଅଦଳବଦଳ ନିର୍ଦ୍ଦେଶନାମା ଜାରି ହୋଇଛି । ସୂଚନା ଅନୁସାରେ, ସତ୍ୟବ୍ରତ ଭୋଇଙ୍କୁ ଗୋଇନ୍ଦା ବିଭାଗର ଆଇଜି ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ସେହିପରି ହିମାଂଶୁ ଲାଲଙ୍କୁ ଇକୋନୋମିକ୍ ଅଫେନ୍ସ









