odisha24 Live

Latest News

Latest News

ରାଜ୍ୟ

ରାଜ୍ୟ

ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ।ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଆସନ୍ତା ୭ ଏବଂ ୮ ତାରିଖରେ ବିଭିନ୍ନ ସଂସ୍ଥା ସହ ଏକାଧିକ ବୈଠକ ଅନୁଷ୍ଠିତ ହେବ। ଆଲୁମିନିୟମରୁ କିପରି ବିଭିନ୍ନ ଉତ୍ପାଦ ପ୍ରସ୍ତୁତ ହେବ। ସେହିପରି ବିଭିନ୍ନ ଡାଉନ ଷ୍ଟ୍ରିମ୍‌ କମ୍ପାନୀ ସହ ଏହି ରୋଡ୍‌ ଶୋ’ରେ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ କିପରି ଅଧିକରୁ

ରାଜ୍ୟ, ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ବହିରେ ତ୍ରୁଟି

ଭୁନନେଶ୍ୱର : ପୁଣି ତେଜିଲା ଭୁଲ ବହି ବିବାଦ । ପ୍ରଥମ ଶ୍ରେଣୀ ବହିରେ ସାଂଘାତିକ ତ୍ରୁଟି । ଅ ଆ ବଦଳରେ ଚ ଠାରୁ ବର୍ଣ୍ଣମାଳା ଆରମ୍ଭ ହୋଇଛି । ଚ ପରେ ରହିଛି ଟ, ମ, ଗ ଓ ର । ସେହିପରି ଜାତୀୟ ସଙ୍ଗୀତରେ ଉତ୍କଳର ବନାନ ମଧ୍ୟ ଭୁଲ୍ ଲେଖାଯାଇଛି । ତେବେ ପ୍ରଥମ ଥର ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ଅନେକ ବାଦ ବିବାଦ ଦେଖାଯାଇଥିବା ବେଳେ ସଂଶୋଧନ ପରେ ପୁଣି

ରାଜ୍ୟ

ଶ୍ରୀମନ୍ଦିର ଭିତର ଭିଡିଓକୁ ନେଇ ଚର୍ଚ୍ଚା

ପୁରୀ : ପୁଣି ଚର୍ଚ୍ଚାରେ ଶ୍ରୀକ୍ଷେତ୍ର ପୁରୀ । ଜଗନ୍ନାଥ ମନ୍ଦିରକୁ ମୋବାଇଲ ନେଇ କୌଣସି ଭକ୍ତ ଭିଡିଓ କରି ଭାଇରାଲ କରିଛି। ଏହାକୁ ସେ ସୋସିଆଲ ସାଇଡ଼ରେ ପଠାଇଛି। ପାଟ ଅଗଣାରେ ରହି ଭିଡିଓ ଉତ୍ତୋଳନ କରି ଇନ୍ଷ୍ଟଗ୍ରାମରେ ଭାଇରାଲ କରିଛି‌। ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ମୋବାଇଲ ବାରଣ ରହିଥିବା ବେଳେ ଭକ୍ତମାନେ ବାରମ୍ବାର ଏଭଳି ଭିଡିଓ ଉଠାଯାଉଛି। ଏଭଳି ବ୍ୟକ୍ତିଙ୍କ ବିରୋଧ ଶ୍ରୀମନ୍ଦିର ପ୍ରଶାସନ କଣ ଆକ୍ସନ ନେଉଛି। କିନ୍ତୁ ଶ୍ରୀମନ୍ଦିର କର୍ମଚାରୀ ଓ

ରାଜ୍ୟ, ସଂସ୍କୃତି

ଧବଳେଶ୍ୱରେ ରାଷ୍ଟ୍ରପତିଙ୍କ ଶିବ ପୂଜା

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଗଷ୍ଟ ୩ ତାରିଖ ଠାରୁ ତିନିଦିନିଆ ଓଡ଼ିଶା ଗସ୍ତ କରିଛନ୍ତି।ଗତକାଲି ରାତିରେ ସେ ଆର୍ମି ଏଡି କଲେଜରେ ରାତ୍ରିଯାପନ କରିଥିଲେ । ଆଜି ବ୍ରହ୍ମ ମୂହୂର୍ତ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଧବଳେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ବାବା ଧବଳେଶ୍ୱରଙ୍କ ପୀଠରେ ପହଞ୍ଚିବା ପରେ ସେବାୟତ ଶଙ୍କର ରଣାଙ୍କ ସମେତ ମନ୍ଦିର କମିଟିର ସଭାପତି ରାଷ୍ଟ୍ରପତିଙ୍କୁ ମନ୍ଦିର ମଧ୍ୟକୁ ପାଛୋଟି ନେଇଥିଲେ । ପବିତ୍ର ଶ୍ରାବଣ ମାସରେ ଶିବମନ୍ଦିରରେ ରାଷ୍ଟ୍ରପତିଙ୍କ

ରାଜ୍ୟ

ବ୍ରହ୍ମପୁରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ

ଭୁବନେଶ୍ୱର : ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ସ୍ୱତନ୍ତ୍ର ଟ୍ରେନ୍‌ରେ ବ୍ରହ୍ମପୁର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ବ୍ରହ୍ମପୁରରେ ପହଞ୍ଚିବାକୁ ୨ ଘଣ୍ଟା ସମୟ ଲାଗିବ। ରେଳଷ୍ଟେସନର ୪ନଂ ପ୍ଲାଟଫର୍ମରୁ ରାଷ୍ଟ୍ରପତି ସଡ଼କ ପଥରେ ତପ୍ତାପାଣି ଯାତ୍ରା କରିବେ। ରାଷ୍ଟ୍ରପତିଙ୍କୁ ଷ୍ଟେସନରେ ୧୦ଟ୍ରୁପ କଳାକାର ବିଭିନ୍ନ ନୃତ୍ୟ ପ୍ରଦର୍ଶନ କରି ସ୍ବାଗତ କରିବେ। ରାଷ୍ଟ୍ରପତିଙ୍କ କାର୍‌କେଡ଼ ଗୋସାଇଁନୂଆଗାଁ, ଅନ୍ଧପସରାରୋଡ଼, ଫାଷ୍ଟଗେଟ୍‌, ଦିଗପହଣ୍ଡି ରୋଡ଼ ଦେଇ ତପ୍ତପାଣି ପହଞ୍ଚିବ। ସେଠାରେ

ରାଜ୍ୟ, ଶିକ୍ଷା ଓ ନିଯୁକ୍ତି

ପାଠ୍ୟପୁସ୍ତକ ତ୍ରୁଟି ମାମଲା

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗ । ୪ ଜଣଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା । ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ଓଡିଶା ହାଇକୋର୍ଟ । ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ନିଆଯାଇ ପାରିବ ନାହିଁ କାର୍ଯ୍ୟାନୁଷ୍ଠାନ । ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ପକ୍ଷରୁ ପ୍ରକାଶିତ ହୋଇଛି ଏହି ପୁସ୍ତକ । ଘରୋଇ ପ୍ରକାଶନୀ ସଂସ୍ଥାର ସଦସ୍ୟଙ୍କୁ ଅନ୍ତରୀଣ ସୁରକ୍ଷା । ଦିଲ୍ଲୀପ କୁମାର ସାହୁ

ରାଜ୍ୟ, ସଂସ୍କୃତି

ଖୁବଶୀଘ୍ର ପୁରୀ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବ

ଭୁବନେଶ୍ୱର : ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ୍ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବରେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରୀ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ କରିବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କୁ ଚିଠି ଲେଖି ଜରୁରୀ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ଶ୍ରୀମନ୍ଦିର

ରାଜ୍ୟ

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁଲିସ ଠୁ ପ୍ରସାଶନ ସୁରକ୍ଷା ବ୍ୟବସ୍ଥା ସହ ଗସ୍ତକୁ ନେଇ ଟିକିନିଖି ରୋଡ ମ୍ୟାପ ପ୍ରସ୍ତୁତ କରାଯାଇଛି । ଏୟାରପୋର୍ଟଠୁ ରେଳ ଷ୍ଟେସନ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ ସଡ଼କ ପଥରେ ଯାଇ କଟକ ଜିଲ୍ଲା ବାଆଁରା ନିକଟ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭ ଉଦ୍‌ଘାଟନ କରିବେ। ୪

ରାଜ୍ୟ

ବନ୍ୟା ଅବସ୍ଥାକୁ ପରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଛି ଭୟଙ୍କର ବନ୍ୟା ପରିସ୍ଥିତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳର ପରିଦର୍ଶନ କରିଛନ୍ତି । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାର ବନ୍ୟା ପରିସ୍ଥିତିକୁ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ହେଲିକପ୍ଟର ଯୋଗେ ବନ୍ୟା ପ୍ରଭାବିତ କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ପଞ୍ଚାୟତ ଉପରେ ବୁଲି ସ୍ଥିତି ପରଖିଛନ୍ତି

ରାଜ୍ୟ

ଖୋଲିବ ଭିତରକନିକା

ରାଜନଗର : ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ୩ ମାସ ବନ୍ଦ ରହିବା ପରେ ପର୍ଯ୍ୟଟକଙ୍କ ପାଇଁ ୨୦୨୬ ଅଗଷ୍ଟ ୧ (ଶନିବାର) ଠାରୁ ପୁଣିଥରେ ଖୋଲିଛି। ଏହାକୁ ନେଇ ଦେଶ ବିଦେଶର ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଆଗନ୍ତୁକ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ରାଜନଗର ବନ ବିଭାଗ ପକ୍ଷରୁ ଗୁପ୍ତି, ଖୋଳା ଘାଟ ସହିତ ଜାତୀୟ ଉଦ୍ୟାନ ମୁଖ୍ୟଦ୍ୱାର ନିକଟରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭିରରକନିକା ଜାତୀୟ ଉଦ୍ୟାନ ଭିତରେ ପ୍ରବାହିତ ନଦୀ

Scroll to Top