ଅସୁରକ୍ଷିତ କୋଠା ଚିହ୍ନଟକୁ ଗୁରୁତ୍ୱ, ୧୫ ଦିନରେ ରିପୋର୍ଟ ନିର୍ଦ୍ଦେଶ
ଭୁବନେଶ୍ୱର : ରାଜ୍ୟବ୍ୟାପୀ ଅସୁରକ୍ଷିତ ଏବଂ ଜରାଜୀର୍ଣ୍ଣ କୋଠା ଚିହ୍ନଟ କରିବା ପାଇଁ ଓଡ଼ିଶା ସରକାର ୧୫ ଦିନିଆ ଯାଞ୍ଚ ଅଭିଯାନ ଆରମ୍ଭ କରିଛନ୍ତି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ବିପଦପୂର୍ଣ୍ଣ ସରକାରୀ କୋଠାଗୁଡ଼ିକର ମୂଲ୍ୟାଙ୍କନ ପୂର୍ବରୁ କରାଯାଇଛି ଏବଂ ଆବଶ୍ୟକ ସ୍ଥଳେ ନୋଟିସ୍ ମଧ୍ୟ ଜାରି ହୋଇଛି । ଏହି ପ୍ରସଙ୍ଗରେ ଗତକାଲି ବିଭାଗ ସହ ଆଉ ଏକ ସମୀକ୍ଷା ବୈଠକ କରାଯାଇଥିବା ସେ ସୂଚନା ଦେଇଛନ୍ତି […]









