ଆରମ୍ଭ ହେଲା ଅଭିଯୋଗ ଶୁଣାଣି
ଭୁବନେଶ୍ୱର : ଓଡ଼ିଶାରେ ସାଧାରଣ ଜନତାଙ୍କ ସମସ୍ୟା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୨୦ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଚାଲିଛି। ଏହା ମାଧ୍ୟମରେ ଲୋକେ ସେମାନଙ୍କର ଅଭିଯୋଗ ସିଧାସଳଖ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ କିମ୍ବା ଜିଲ୍ଲା ପ୍ରଶାସନ ନିକଟରେ ପହଞ୍ଚାଇ ପାରୁଛନ୍ତି। ଏହି ଶୁଣାଣି ଭୁବନେଶ୍ୱରର ଅଶୋକ ନଗରର ୟୁନିଟ୍-୨ ସ୍ଥିତ ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ହୋଇଛି। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ସୁରେଶ ପୂଜାରୀ ଓ କୃଷ୍ଣ ଚନ୍ଦ୍ର ମହାପାତ୍ର ମଧ୍ୟ […]









