ଅଫିସ୍ କାମ ଚାପରେ ରହୁଛନ୍ତି କି? ଆପଣାନ୍ତୁ ଏହି ଉପାୟ
ବ୍ୟସ୍ତବହୁଳ ଜୀବନରେ ଅଫିସ କାମ କରୁଥିବା ବ୍ୟକ୍ତିବିଶେଷ ମାନେ ଚାପରେ ରହିବା ସାଧାରଣତଃ। ଅଫିସରେ କାର୍ୟ୍ୟଭାର ବୃଦ୍ଧି, ସମୟର ଅଭାବ, ଅଫିସ୍ ରାଜନୀତି, ଏହି ସବୁ ଜିନିଷ ଆମକୁ ମାନସିକ ସ୍ତରରେ କ୍ଲାନ୍ତ କରିଦେଉଛି। ହେଲେ ଏଥରୁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଏହି ସବୁ ଟିପ୍ସ ଆପଣାନ୍ତୁ ଅଫିସ ଚାପରୁ ମୁକ୍ତି ପାଇବେ।୧- ସର୍ବ ପ୍ରଥମେ ଅଫିସରେ ନିଜର କାର୍ୟ୍ୟକୁ ପ୍ରାଥମିକତା ଦିଅନ୍ତୁ। ସବୁ କାମ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ କାମ କେଉଁଟା ତାହାକୁ ପ୍ରଥମେ


