ଆଜିର ରାଶିଫଳ
ମେଷ: ଆର୍ଥିକ ସମସ୍ୟା ସମାଧାନ ହେବ। ଦୃଷ୍ଟିକୋଣରେ ସକାରାତ୍ମକ ପରିବର୍ତ୍ତନ ଦେଖିବେ। ଭୂମି ବା ଗାଡ଼ି ସମ୍ବନ୍ଧୀୟ ମକଦ୍ଦମା କୋର୍ଟରେ ଥିଲେ ତାର ଫଇସଲା ଆପଣଙ୍କ ପକ୍ଷରେ ଆସିବ। ବୃଷ: ଧାର୍ମିକ ଓ ଆଧ୍ୟାତ୍ମିକ ଆଡ଼କୁ ଆପଣଙ୍କର ଧ୍ୟାନକେନ୍ଦ୍ରୀତ ହେବ। ଲକ୍ଷ୍ୟ ପ୍ରତି ପୂର୍ଣ୍ଣରୂପେ ଏକାଗ୍ରଚିତ୍ତ ରହିବେ। ସମାଜରେ ନିଜର ଏକ ଅଲଗା ପରିଚୟ ବନାଇବେ। ପ୍ରେମ ଜୀବନ ଭଲ ହେବ। ମିଥୁନ: ବିଦ୍ୟାର୍ଥୀ ଓ ଯୁବାବର୍ଗ ନିଜର ସଫଳତାକୁ ନେଇ ମନରେ କୌଣସି ପ୍ରକାର ସଂଶୟ […]









