ବର୍ଷାରେ ଭିଜିବ ଓଡ଼ିଶା
ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା ପରିମାଣ । ୫ ଦିନ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ। ଆଜି ମୟୂରଭଞ୍ଜ ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ରାଜ୍ୟରେ ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ,






