ଆକାଶରୁ ବର୍ଷା ବିପଦ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଲଘୁଚାପ ବର୍ଷାରେ ବେହାଲ୍ ହେଲାଣି ସାରା ରାଜ୍ୟ । ଆଗାମୀ ତିନି ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ, କାଳବୈଶାଖୀ ଏବଂ ପବନର ବେଗ ବଢିବା ନେଇ ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଦୁଇ ଜିଲ୍ଲା କେନ୍ଦୁଝର ଓ ସୁନ୍ଦରଗଡ଼କୁ ଜାରି ହୋଇଛି ରେଡ୍ ଆଲର୍ଟ। ତା ସହିତ ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।ସେହି ଜିଲ୍ଲା […]









