odisha24 Live

Latest News

Latest News

ପାଣିପାଗ

ପାଣିପାଗ

ମାଡ଼ି ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଯୋଗୁ ପ୍ରବଳ ବର୍ଷାର ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ୨୨ ତାରିଖରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ପରିମାଣ ପୁଣି ଥରେ ବୃଦ୍ଧି ପାଇବାର ସମ୍ଭାବନା ରହିଛି। […]

ପାଣିପାଗ

ରାଜ୍ୟରେ ହାଲୁକା ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇପଡିଛି । ଯାହା ଫଳରେ ଦୁଇ ଦିନ ହାଲୁକା ଧରଣର ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ୩ ଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାର ବହଳଦାଠାରେ

ପାଣିପାଗ

୩ ଦିନ ଯାଏ ରାଜ୍ୟରେ ନିସ୍ତାର ନାହିଁ

ଭୁବନେଶ୍ୱର : ଧାଡି ଧାଡି ହୋଇ ପଛକୁ ପଛ ଆସୁଛି ଗୋଟିଏ ପରେ ଗୋଟିଏ ଲଘୁଚାପ । ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟରେ ବେହାଲ ହୋଇଥିବାବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ଉତ୍ତର ଓଡ଼ିଶା–ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ପ୍ରଭାବରେ ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଓଡ଼ିଶା ଉପକୂଳରେ ବର୍ଷା ଲାଗି ରହିବ । ଆଗାମୀ ୩ ଦିନ ଯାଏ ରାଜ୍ୟରେ

ପାଣିପାଗ

ଆସନ୍ତା ହେଲାଣି ସମୁଦ୍ର

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଯାହା ଫଳରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅବପାତ ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବ। ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ

ପାଣିପାଗ

ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଲଗାଣ ବର୍ଷାରେ ବେହାଲ ରାଜଧାନୀ । । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକର କେତେକ ଅଞ୍ଚଳରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଏହି ୩ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ସକ୍ରିୟ

ପାଣିପାଗ

୨୦ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର : ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ତୁହାକୁ ତୁହା ପ୍ରବଳ ବର୍ଷା ଲାଗିରହିଛି। ଆଗାମୀ ୨୪ ଘଣ୍ଟା ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ବୁଧବାର ସଂନ୍ଧ୍ୟାରୁ ଗୁରୁବାର ସଂନ୍ଧ୍ୟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ବର୍ଷା ୧୧୭.୮ ମିମି ରେକର୍ଡ଼ ହୋଇଛି। ଏହାବାଦ୍ ୨୦ ରୁ ଉର୍ଦ୍ଧ୍ବ ସହରରେ ୫ ରୁ ୨୦

ପାଣିପାଗ

ବଢୁଛି ଲଘୁଚାପର କରାଳ ରୂପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ମଧ୍ୟ ସମ୍ଭାବନା ଅଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ କିଛି ଅଞ୍ଚଳରେ ପବନର ବେଗ ୩୦ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ପହଞ୍ଚିପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଏବଂ ଅନ୍ୟ

ପାଣିପାଗ

୪୮ ଘଣ୍ଟାରେ ପ୍ରବଳ ଛେଚିବ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ 5ଟା 30 ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ପ୍ରଭାବରେ ଆଜିଠୁ ବର୍ଷାର ପରିମାଣ ବଢ଼ିବ । ଏନେଇ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ପାଣିପାଗ

ସାରା ରାଜ୍ୟରେ ପ୍ରବଳ ଛେଚିବ

ଭୁବନେଶ୍ୱର : ମାଡି ଆସୁଛି ପ୍ରଳୟଙ୍କରୀ ବର୍ଷା। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ଆହୁରି ବଢ଼ିପାରେ। ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ରହିଛି। ଏହି ଘୂର୍ଣ୍ଣିବଳୟ ଆହୁରି

ପାଣିପାଗ

ଓଡ଼ିଶାରେ ଆହୁରି ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି । ରାଜ୍ଯର ଅନେକ ନଦୀର ଜଳସ୍ତର ବୃଦ୍ଧି ପାଇବା ଫଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ଘଡ଼ଘଡ଼ି ଏବଂ ବଜ୍ରପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସତର୍କ କରାଇଛି । ବିଶେଷକରି ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ

Scroll to Top