odisha24 Live

Latest News

Latest News

ପାଣିପାଗ

ପାଣିପାଗ

ଦାଉ ସାଜୁଛି ବର୍ଷା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ବଢ଼ିଲା ବର୍ଷା ଓ ବନ୍ୟା ଚିନ୍ତା। ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଗାମୀ ୪-୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବା ବୋଲି ପାଣିପାଗ ବିଭାଗ ପକ୍ଷରପ ସୂଚନା ଦିଆଯାଇଛି । ସେପଟେ ବର୍ଷା […]

ପାଣିପାଗ

ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହବ। ରାଜ୍ୟରେ ବନ୍ୟା ନ ଯାଉଣୁ ଲଘୁଚାପ ଛନକା ବଢ଼ାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ

ପାଣିପାଗ

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବରଷିବ

ଭୁବନେଶ୍ୱର : ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିଛି ବର୍ଷା । ଟ୍ବିନ ସିଟିରେ ଗତକାଲିଠାରୁ ବର୍ଷା ଲାଗି ରହିଛି । ବାୟୁମଣ୍ଡଳ ଉପରି ଭାଗରେ ଜଳୀୟବାଷ୍ପ ଏବଂ ତାପମାତ୍ରା ଅଧିକ ରହିବା ହେତୁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ବାରିପଦା,

ପାଣିପାଗ

କାଳବୈଶାଖୀ ତାଣ୍ଡବ, ଭିଜିଲା ରାଜଧାନୀ

ଭୁବନେଶ୍ୱର : କାଳବୈଶାଖୀ ଝଡ଼ ସହ ପ୍ରବଳ ବର୍ଷା ହେବାରୁ ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଆଜି ଭୋର ସାଢେ ୫ଟା ସୁଦ୍ଧା ରାଜଧାନୀରେ ୯୭ ଦଶମିକ ୨ ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି। ଆସନ୍ତା ୧୨ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କେତେକ ସ୍ଥାନରେ ବିଜୁଳି, ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ବିଶେଷକରି

ପାଣିପାଗ

ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା ପରିମାଣ । ୫ ଦିନ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ। ଆଜି ମୟୂରଭଞ୍ଜ ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ରାଜ୍ୟରେ ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ,

ପାଣିପାଗ

ପ୍ରବଳ ଛେଚିବ

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ସ୍ଥିତି ଧୀରେଧୀରେ ସ୍ବାଭାବିକ ହେଉଛି। ତେବେ ପୁଣି ରାଜ୍ୟରେ ବର୍ଷା ଆରମ୍ଭ ହାଇଗଲାଣି । ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଟ୍ୱିନ୍ ସିଟି ସମେତ ଉପକୂଳ ଓ ଉତ୍ତର ଓଡ଼ିଶାର ଅନେକ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି । ଆସନ୍ତାକାଲି ୧୭ଟି ଜିଲ୍ଲା ଏବଂ ୬ ତାରିଖ ପାଇଁ ସମଗ୍ର ଓଡ଼ିଶାରେ ୟେଲୋ ଆଲର୍ଟ ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ପାଣିପାଗ

ପାଣିପାଗ

ଆସୁଛି କାଳବୈଶାଖୀ

ଭୁବନେଶ୍ୱର : ରାଜ୍ୟରେ ଆରମ୍ଭ ହୋଇଯାଇଛି ବର୍ଷା । ସକ୍ରିୟ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପ୍ରଭାବ ଜାରି ରହିବ । ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷକରି ବରଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, ଢେଙ୍କାନାଳ, କଟକ, ଯାଜପୁର ଓ ନୟାଗଡ଼ରେ ପ୍ରବଳ ବର୍ଷା ହୋଇଛି ।

ପାଣିପାଗ

ଦୁର୍ବଳ ହେଲା ଲଘୁଚାପ

ଭୁବନେଶ୍ୱର : ଦୁର୍ବଳ ହୋଇ “ଅବପାତ” ରେ ପରିଣତ ହେଲା “ଗଭୀର ଅବପାତ”। କମିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ମଧ୍ୟପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇଛି। ଶନିବାର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଫଳରେ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହୋଇପାରେ। ତେବେ ଏହାପରେ ପୁଣି ବର୍ଷା ପରିମାଣ ବଢିବ ବୋଲି ପୂର୍ବାନୁମାନ କରାଯାଇଛି।

ପାଣିପାଗ

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ଛେଚିବ

ଭୁବନେଶ୍ୱର : ସାରା ରାଜ୍ୟରେ ପ୍ରବଳ ବର୍ଷା। ମୌସୁମୀ ପୁଣି ସକ୍ରିୟ ହୋଇଥିବା ବେଳେ ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬୦ଟି ସ୍ଥାନରେ ପ୍ରବଳ, ୨୪ଟି ସ୍ଥାନରେ ପ୍ରବଳତର ଏବଂ ୫ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ସର୍ବାଧିକ ବାଲେଶ୍ୱରରେ, ୨୪୬.୬ ମି.ମି. ବର୍ଷା ହୋଇଥିବାରୁ ସୂଚନା ମିଳିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଏବଂ କେତେକ

ପାଣିପାଗ

ଭିଜୁଛି ଟ୍ୱିନ୍ ସିଟି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷା ପ୍ରକ୍ରିୟା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଗଭୀର ଅବପାତ ଦୁର୍ବଳ ହୋଇ ଏବେ ‘ଅବପାତ’ରେ ପରିଣତ ହୋଇଛି ଏବଂ ବର୍ତ୍ତମାନ ଏହା ସମ୍ବଲପୁର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ୮ ଦିନ ଧରି ବର୍ଷାରେ ଟୁଇନ ସିଟି ଉବୁଟୁବୁ । ବର୍ଷା ଯୋଗୁଁ ଲୋକେ ବହୁତ ହନ୍ତସନ୍ତ ହେଉଛନ୍ତି । ରାଜ୍ୟର

Scroll to Top