odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ରାଜଧାନୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ : ସ୍ବାଧୀନତା ଦିବସରେ ଆତଙ୍କୀ ଆକ୍ରମଣ ସମ୍ଭାବନାକୁ ନେଇ ଦିଲ୍ଲୀ ପୋଲିସ ସମଗ୍ର ରାଜ୍ୟରେ ହାଇ ଆଲର୍ଟ ଜାରି କରିଛି । ଅଗଷ୍ଟ ୧୫କୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ହାଇ ଆଲର୍ଟରେ ରହିଛି। ଏହି ମଧ୍ୟରେ ପୋଲିସ ପକ୍ଷରୁ ୧୯ ଜଣ ମୋଷ୍ଟ ୱାଣ୍ଟେଡ୍ ଆତଙ୍କୀଙ୍କ ପୋଷ୍ଟର ସାର୍ବଜନୀନ କରାଯାଇଛି।ସହରର ପ୍ରମୁଖ ସାର୍ବଜନୀନ ସ୍ଥାନ, ବଜାର ଏବଂ ଭିଡ଼ ଅଞ୍ଚଳରେ ଏହି ପୋଷ୍ଟର ଲଗାଯାଉଛି। ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଚିହ୍ନଟ କରିବାରେ ସାଧାରଣ ଲୋକଙ୍କ ସହଯୋଗ ନେବା ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ପୋଲିସ କହିଛି।ସ୍ୱାଧୀନତା ଦିବସ ଭଳି ଜାତୀୟ କାର୍ଯ୍ୟକ୍ରମ ସମୟରେ ଦିଲ୍ଲୀର ପ୍ରମୁଖ ସ୍ଥାନଗୁଡ଼ିକରେ ବହୁ ସଂଖ୍ୟାରେ ଲୋକ ଏକାଠି ହୁଅନ୍ତି। ତେଣୁ ଆତଙ୍କୀ ଧମକ କିମ୍ବା କୌଣସି ସନ୍ଦିଗ୍ଧ ଗତିବିଧିକୁ ରୋକିବା ପାଇଁ ସୁରକ୍ଷା ଏଜେନ୍ସିଗୁଡ଼ିକ ସତର୍କ ରହିଛନ୍ତି।

Share In Social Media

Leave a Comment

Your email address will not be published. Required fields are marked *

Scroll to Top