odisha24 Live

Latest News

Latest News

ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି

ଭୁବନେଶ୍ବର: ଆଜି ଆଲୋକର ପର୍ବ ଦୀପାବଳି । ଘରେ ଘରେ ଖୁସିର ମାହୋଲ। ତେବେ ଏହି ପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପର୍ଯ୍ୟନ୍ତ ।

ସେପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ଦୀପାବଳି ପାଳନର ଅବ୍ୟବହିତ ପୂର୍ବରୁ ରବିବାର ସନ୍ଧ୍ୟାରେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳୀ ଅବସରରେ ରାଜ୍ୟର ଭଉଣୀଭାଇମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ।

Share In Social Media
Scroll to Top