odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ବଢୁଛି ଲଘୁଚାପର କରାଳ ରୂପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ମଧ୍ୟ ସମ୍ଭାବନା ଅଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ କିଛି ଅଞ୍ଚଳରେ ପବନର ବେଗ ୩୦ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ପହଞ୍ଚିପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଏବଂ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଝଡ଼ବର୍ଷା ଏବଂ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

Share In Social Media

Leave a Comment

Your email address will not be published. Required fields are marked *

Scroll to Top