odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ

ନୂଆଦିଲ୍ଲୀ: କୋଲକାତାରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନ ୬ଇ-୭୨୩ ଅବତରଣ ପୂର୍ବରୁ ବାମ ଇଞ୍ଜିନ ଖରାପ ହୋଇଯାଇଥିଲା । ବିମାନଟି ୨୨୪ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ସୂଚନା ମିଳିଛିା ଏହା ପରେ ପାଇଲଟ ରାତି ସାଢେ ୧୧ଟା ସମୟରେ ଚେନ୍ନାଇ ବିମାନବନ୍ଦରରେ ଜରୁରୀକାଳୀନ ଘୋଷଣା କରିଥିଲେ । ବିମାନଟି ସକାଳ ୧୧ ଟା ୩୭ରେ ରନୱେ ୨୫ରେ ସୁରକ୍ଷିତ ଭାବରେ ଅବତରଣ କରିଥିଲା । ସମସ୍ତ ୨୨୪ ଯାତ୍ରୀ ଏବଂ କ୍ରୁ ସଦସ୍ୟ ସୁରକ୍ଷିତ ଥିବା ଜଣାପଡିଛି । ତେବେ ଏହି ଘଟଣା ପରେ ଚେନ୍ନାଇ ବିମାନ ବନ୍ଦର କର୍ତ୍ତୃପକ୍ଷ କହିଛନ୍ତି, ବିମାନବନ୍ଦର କାର୍ଯ୍ୟ ସ୍ୱାଭାବିକ ଭାବେ ଚାଲୁଛି । ତେବେ ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ସମସ୍ୟା ଏହା ପ୍ରଥମ ଘଟଣା ନୁହେଁ । ପୂର୍ବରୁ ଇଞ୍ଜିନ ବିଫଳତା ଏବଂ ଯାନ୍ତ୍ରିକ ସମସ୍ୟାର ସମ୍ମୁଖୀନ ହେବା ପରେ ବିଭିନ୍ନ ବିମାନଗୁଡିକୁ ସୁରକ୍ଷିତ ଭାବରେ ଅବତରଣ କରାଯାଇଛି ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top