odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ଥରିଲା ଲଦାଖ ମାଟି

ଶ୍ରୀନଗର : ସକାଳୁ ସକାଳୁ ଲଦାଖର ଲେହରେ ଭୟଙ୍କର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୫ ଥିବା ଜଣାପଡିଛି । ଫଳରେ ଲୋକ ଭୟରେ ଘରୁ ବାହାରକୁ ଦୌଡି ଆସିଥିଲେ ।
ସୂଚନାନୁଯାୟୀ, ଆଜି ସକାଳ ପ୍ରାୟ ୬ଟା ୫ ମିନିଟରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ଏନଏସ ସି ପକ୍ଷରୁ ସୂଚନା ମିଳିଛି । ଏହାର କେନ୍ଦ୍ରସ୍ଥଳ ୧୦ କି.ମି ଗଭୀରତାରେ ଥିବା ଜଣାପଡିଛି । ସକାଳୁ ଲୋକମାନେ ଶୋଇଥିବା ସମୟରେ ହଠାତ୍ ଭୂକମ୍ପ ଅନୁଭୂତ ହେବାରୁ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ଦୌଡ଼ି ଆସିଥିଲେ । ପୁଣି ଭୂକମ୍ପ ହୋଇପାରେ ବୋଲି ଲୋକେ ଭୟରେ ଘରକୁ ଯାଉନାହାଁନ୍ତି । ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ଲୋକଙ୍କ ସମ୍ପତ୍ତି କିମ୍ବା ଜୀବନ କ୍ଷତିର କୌଣସି ରିପୋର୍ଟ ସାମ୍ନାକୁ ଆସିନାହିଁ ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top