odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଆଜି ବସିବ । ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ସୂଚନା ଅନୁଯାୟୀ, ରାଜସ୍ବ,ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ ଓ ଜଳସମ୍ପଦ, ପଞ୍ଚାୟତିରାଜ ଓ ଶିକ୍ଷା, ସ୍ବାସ୍ଥ୍ୟ ବିଭାଗ ଭଳି ବିଭିନ୍ନ ବିଭାଗର ପ୍ରସ୍ତାବ ଉପସ୍ଥାପନ ହେବାର ରହିଛି। ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବିଭାଗରେ ଲୋକାଭିମୁଖୀ ଯୋଜନା କାର୍ଯ୍ୟକାରୀ କରିବା ସହ ପ୍ରତ୍ୟେକ ଜିଲାପାଳଙ୍କୁ ୨୫ଟି ଲେଖାଏଁ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ କୁହାଯାଇଛି।

Share In Social Media

Leave a Comment

Your email address will not be published. Required fields are marked *

Scroll to Top