odisha24 Live

Latest News

Latest News

ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ପୁରୀ:ଶ୍ରୀମନ୍ଦିରରେ ଭକ୍ତଙ୍କ ସୁବିଧାଜନକ ଓ ଶୃଙ୍ଖଳିତ ଦର୍ଶନ ପାଇଁ ଖୁବଶୀଘ୍ର ଲାଗୁ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା। ନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ । ନୂଆବର୍ଷ ପୂର୍ବରୁ ଏହି ବ୍ୟବସ୍ଥା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କାର୍ତ୍ତିକ ବ୍ରତ ପରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ଆବଶ୍ୟକ ସମସ୍ତ ପ୍ରକ୍ରିୟା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ଏକା ସଙ୍ଗେ ୮ଟି ରାମ୍ପରେ ଦର୍ଶନ କରିବେ ଶ୍ରଦ୍ଧାଳୁ । ଘଣ୍ଟାଏ ଭିତରେ ପାଖାପାଖି ୧୦ ହଜାର ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ଦର୍ଶନ କରିବେ ।

Share In Social Media
Scroll to Top