odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ୟୁପିଆଇ ଉପରେ ଶୁଳ୍କ

ନୂଆଦିଲ୍ଲୀ : ୟୁପିଆଇ କାରବାର ଉପରେ ଶୁଳ୍କ ଧାର୍ଯ୍ୟ କରାଯିବାକୁ ନେଇ ଚାଲିଥିବା ଚର୍ଚ୍ଚାକୁ ନେଇ ସ୍ପଷ୍ଟୀକରଣ ଦିଆଯାଇଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଭବିଷ୍ୟତରେ ଯଦି ୟୁପିଆଇ ଉପରେ କୌଣସି ଶୁଳ୍କ ଲାଗୁ ହୁଏ ତେବେ ଏହା ସାଧାରଣ ଗ୍ରାହକ ଓ ଛୋଟ ଛୋଟ ବ୍ୟବସାୟୀଙ୍କ ପାଇଁ ଲାଗୁ ହେବ ନାହିଁ। ଏହା କେବଳ ବଡ଼ ବଡ଼ ଅନଲାଇନ୍ ସପିଂ ୱେବସାଇଟ୍ କିମ୍ବା ବଡ଼ ବ୍ୟବସାୟୀମାନଙ୍କ କ୍ଷେତ୍ରରେ ପ୍ରଯୁଜ୍ୟ ହୋଇପାରେ। ପେମେଣ୍ଟ୍ସ କାଉନସିଲ୍ ଅଫ୍ ଇଣ୍ଡିଆ (ପିସିଆଇ) ସ୍ପଷ୍ଟ କରିଛି ଯେ ୨୦୧୬ ମସିହାରୁ ୟୁପିଆଇ ଯେପରି ସାଧାରଣ ଗ୍ରାହକଙ୍କ ପାଇଁ ସମ୍ପୂର୍ଣ୍ଣ ମାଗଣା ରହିଛି, ଆଗକୁ ମଧ୍ୟ ସେହିପରି ମାଗଣା ରହିବ। ଗ୍ରାହକମାନେ ଟଙ୍କା ପଠାଇବା ପାଇଁ କୌଣସି ଅତିରିକ୍ତ ଦେୟ ଦେବେ ନାହିଁ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top