odisha24 Live

Latest News

Latest News

କଣ କୁହେ ବାସ୍ତୁ ଶାସ୍ତ୍ର

ନକାରାତ୍ମକ ଶକ୍ତି ଓ ଅଶୁଭ ପ୍ରଭାବରୁ ଦୂରେଇ ରହିବା ପାଇଁ ଯାନବାହନର ବାସ୍ତୁ ଉପରେ ମଧ୍ୟ ବିଶେଷ ଦୃଷ୍ଟି ଦେବା ଆବଶ୍ୟକ। ତେବେ ଗାଡ଼ିରେ କେଉଁ ସବୁ ଜିନିଷ ରଖୀଲେ ସକାରାତ୍ମକ ଶକ୍ତି ବୃଦ୍ଧି ପାଏ, ଜାଣିବା ସେ ସମ୍ପର୍କରେ…
ବାସ୍ତୁ ଅନୁସାରେ, ଗାଡ଼ିରେ ସକାରାତ୍ମକ ଶକ୍ତି ବୃଦ୍ଧି କରିବା ପାଇଁ ଗାଡ଼ିର ଡ୍ୟାସ୍‌ବୋର୍ଡରେ ଗଣେଶ, ଦୁର୍ଗା ଓ ଶିବଙ୍କ ପ୍ରତିମା ରଖୀବା ଜରୁରି।
– ନକାରାତ୍ମକ ଶକ୍ତି ଦୂର କରିବା ପାଇଁ ଗାଡ଼ିରେ କଳା
ନକାରାତ୍ମକ ଶକ୍ତି ଓ ଅଶୁଭ ପ୍ରଭାବରୁ ଦୂରେଇ ରହିବା ପାଇଁ ଯାନବାହନର ବାସ୍ତୁ ଉପରେ ମଧ୍ୟ ବିଶେଷ ଦୃଷ୍ଟି ଦେବା ଆବଶ୍ୟକ। ତେବେ ଗାଡ଼ିରେ କେଉଁ ସବୁ ଜିନିଷ ରଖୀଲେ ସକାରାତ୍ମକ ଶକ୍ତି ବୃଦ୍ଧି ପାଏ, ଜାଣିବା ସେ ସମ୍ପର୍କରେ…
– ବାସ୍ତୁ ଅନୁସାରେ, ଗାଡ଼ିରେ ସକାରାତ୍ମକ ଶକ୍ତି ବୃଦ୍ଧି କରିବା ପାଇଁ ଗାଡ଼ିର ଡ୍ୟାସ୍‌ବୋର୍ଡରେ ଗଣେଶ, ଦୁର୍ଗା ଓ ଶିବଙ୍କ ପ୍ରତିମା ରଖୀବା ଜରୁରି।
– ନକାରାତ୍ମକ ଶକ୍ତି ଦୂର କରିବା ପାଇଁ ଗାଡ଼ିରେ କଳା କଇଁଛ ରଖୀବା ଶୁଭ।
– ସେହିପରି ପାଣି ବୋତଲ ଗାଡ଼ିରେ ରଖିବା ଦ୍ବାରା ମନ ନିର୍ମଳ ରହେ।
– ଗାଡ଼ିରେ ମୟୂର ପୁଚ୍ଛ, ଶିବଙ୍କ ଡମ୍ବରୁ ଏବଂ ଦୁର୍ଗା ମା’ଙ୍କ ଓଢ଼ଣି ରଖୀବା ଶୁଭଦାୟକ। ଏହା ଦ୍ବାରା ଜୀବନର ସମସ୍ତ ବାଧା ଦୂର ହୋଇଥାଏ।

Share In Social Media
Scroll to Top